Home Posts tagged LPG price reduced
Odisha News
ଭୁବନେଶ୍ୱର,୧/୬: ଶସ୍ତା ହେଲା ଏଲ୍‌ପିଜି ସିଲିଣ୍ଡର ଦାମ୍ । ପେଟ୍ରୋଲ ଓ ଡିଜେଲ ପରେ ଏବେ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ଶସ୍ତା ସାଧାରଣଜଦତାଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ଆଣିଦେଇଛି । ଆଜି ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ ଏଲ୍‌ପିଜି ସିଲିଣ୍ଡର ଦାମ୍ କମ୍ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ୧୯ କିଲୋ ଏଲ୍ପିଜି ସିଲିଣ୍ଡର ଦାମ୍ ୧୩୫ ଟଙ୍କା ଶସ୍ତା ହୋଇଛି। ଆଜିଠୁ ନୂଆ ଦର ଲାଗୁ ହୋଇଛି।ଦାମ୍ କମ୍ ପରେ କମର୍ସିଆଲ୍ ଏଲ୍‌ପିଜି ସିଲିଣ୍ଡର […]Continue Reading
Seo wordpress plugin by www.seowizard.org.