Home Posts tagged magha saptami
Odisha News
ପୁରୀ, ୪/୨: ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏହି ଅବସରରେ ଅର୍କ କ୍ଷେତ୍ର ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ । ବ୍ରାହ୍ମ ମୂହୂର୍ତ୍ତରେ ସୂର୍ଯ୍ୟୋଦୋୟବେଳେ ପବିତ୍ର ସ୍ନାନ କରିଛନ୍ତି ଶ୍ରଦ୍ଧାଳୁ । ପରିବାରକୁ ରୋଗ, ଦୁଃଖ, ଶୋକରୁ ରକ୍ଷା କରିବାକୁ ମଙ୍ଗଳମନାସୀ ଶ୍ରଦ୍ଧାଳୁମାନେ ବୁଡ଼ ପକାଇଛନ୍ତି ।ମାଘ ଶୁକ୍ଳ ସପ୍ତମୀରେ ସୂର୍ଯ୍ୟଦେବ ଜନ୍ମଗ୍ରହଣ କରିଥିଲେ ଓ ଶାମ୍ବ ଦଶମୀର ୨୭ ଦିନ ପରେ ମାଘ ସପ୍ତମୀ ପାଳନ ହୋଇଥାଏ । Continue Reading
Odisha News
କୋଣାର୍କ,୨୮/୧: ଆଜି ହେଉଛି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଆଜି ପ୍ରତ୍ୟୁଷରୁ ଚନ୍ଦ୍ରଭାଗା ତୀର୍ଥରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ।ତ୍ରିବେଣୀଶ୍ୱର,ଐଶାନେଶ୍ୱର ଓ ଦକ୍ଷିଣେଶ୍ୱରଙ୍କ ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି। ଭୋର ୪ଟା ୪୦ରେ ବୁଡ଼ ପକାଇବା ପରେ ସେମାନେ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। ଦୁଇ ବର୍ଷ ପରେ ଶ୍ରଦ୍ଧାଳୁମାନେ ବୁଡ଼ପକାଇବାର ସୌଭାଗ୍ୟ ଲାଭ କରିଥିବାରୁ ଖୁବ୍ ଉତ୍ସାହିତ ଥିବା Continue Reading