Home Posts tagged mahanabami puja
Odisha News
ଭୁବନେଶ୍ୱର, ୪/୧୦: ସୋମବାର ଥିଲା ଜଗଜ୍ଜନନୀ ମା’ ଦୁର୍ଗାଙ୍କ ମହାଷ୍ଟମୀ ପୂଜା। ଆଜି ହେଉଛି ପବିତ୍ର ମହାନବମୀ। ଶ୍ଲୋକ ଓ ଚଣ୍ଡୀପାଠରେ କମ୍ପୁଛି ବିଭିନ୍ନ ପୂଜାମଣ୍ଡପ। ମହାନବମୀରେ ମହାମାୟାଙ୍କ ପୂଜାର୍ଚ୍ଚନା ଲାଗି ବିଭିନ୍ନ ପୂଜା ମଣ୍ଡପରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳୁଛି । ସବୁଠି ଭକ୍ତିମୟ ପରିବେଶ ମଧ୍ୟରେ ଚାଲିଛି ଜଗତଜନନୀ ମା’ ଦୁର୍ଗାଙ୍କର ପୂଜା।କଟକ, ଭୁବନେଶ୍ବର ସମେତ ରାଜ୍ୟର ସମସ୍ତ ପୂଜାମଣ୍ଡପରେ ନାହିଁନଥିବା ଭିଡ଼ Continue Reading
Seo wordpress plugin by www.seowizard.org.