Home Posts tagged Mahanadi
Odisha News
କଟକ, ୯/୮ : ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଖୋଲାଯିବା ପରେ ବଢୁଛି ମହାନଦୀର ଜଳସ୍ତର। କଟକ ମୁଣ୍ଡଳୀରେ ମହାନଦୀ ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାକୁ ଲାଗିଛି। ଆଜି କଟକର ମୁଣ୍ଡଳି ଦେଇ ୫ ଲକ୍ଷ ୭୮ ହଜାର କ୍ୟୁକେସ୍ ବନ୍ୟା ପାଣି ପ୍ରବାହିତ ହେଉଛି।ମହାନଦୀର ଜଳସ୍ତର ବଢୁଥିବାରୁ ଅବବାହିକାରେ ଥିବା ୧୦ ଜିଲ୍ଲାର ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।ଏସବୁ ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ନୟାଗଡ଼, Continue Reading
Odisha News
କଟକ,୧୦/୪ : ରବିବାର ଅପରାହ୍ଣରେ ମହାନଦୀରେ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ୩ ଜଣ ଯୁବକ ମହାନଦୀରେ ବୁଡ଼ିଯାଇଛନ୍ତି।ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ରିପୋର୍ଟ ଲେଖାଯିବା ବେଳକୁ ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ଯୁବକଙ୍କ ନାମ ସାହିଲ ବୋଲି କୁହାଯାଉଛି।ସୂଚନା ଅନୁସାରେ କଟକର ଜୋବ୍ରା ନିକଟ ଦେଇ ପ୍ରବାହିତ ହେଉଥିବା ମହାନଦୀକୁ ଆଜି ଅପରାହ୍ଣ ପ୍ରାୟ ୨ଟା ବେଳକୁ କଟକର ଚାରିଘରିଆ ଅଞ୍ଚଳର କିଛି ଯୁବକ ସାଙ୍ଗ Continue Reading
Seo wordpress plugin by www.seowizard.org.