Home Posts tagged mahasasthi
Odisha News
କଟକ, ୯/୧୦ : ଆଜି ଜଗତ ଜନନୀ ମା’ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା। ରାଜ୍ୟର ବିଭିନ୍ନ ମଣ୍ଡପରେ ପୂଜା ପାଇବେ ଦୁର୍ଗତିନାଶିନୀ। ଜଗତଜନନୀ ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଛି ଧରାପୃଷ୍ଠ। ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି। ଏଥିପାଇଁ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ।ବିଲ୍ୱବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ Continue Reading