
ଓଡ଼଼ିଶା,୧୪/୧ : ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି । ଏହି ପର୍ବ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ ନାମରେ ପାଳନ କରାଯାଇଥାଏ । ଯଥା ଦକ୍ଷିଣ ଭାରତରେ ପୋଙ୍ଗଲ, ପଞ୍ଜାବରେ ଲୋରୀ ଓ ଉତ୍ତର-ପୂର୍ବରେ ମାଘ ବିହୁ ଭାବେ ପାଳନ କରାଯାଇଥାଏ। ଆଜି ଠାରୁ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହେବ। ଏଥିପାଇଁ ଏହି ସଂକ୍ରାନ୍ତିକୁ ଉତ୍ତରାୟଣ ସଂକ୍ରାନ୍ତି ମଧ୍ୟ କୁହାଯାଇଥାଏ।ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଯୋଗୁଁ ଦିନ କ୍ରମଶଃ ବଡ ହୁଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ Continue Reading