
ମାଲକାନଗିରି,୨/୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିପାତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବସ୍ତ୍ର ଗସ୍ତ କରିବାକୁ ଯାଉଛନ୍ତି।ତେବେ ଶାହାଙ୍କ ଗସ୍ତ ପୂର୍ବରୁ ଶାନ୍ତି ଆଲୋଚନାକୁ ସମର୍ଥନ କରିବା ପାଇଁ ଅପିଲ୍ କରିଛନ୍ତି ମାଓବାଦୀ ସଂଗଠନ। Continue Reading