Home Posts tagged malkangiri district (Page 2)
Odisha News
ମାଲକାନଗିରି , ୧୨/୪ : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ନିଜର ୱାଗନର କାରରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା।ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗର ଡିଏସପି ସଦାନନ୍ଦ ପାଣିଗ୍ରାହୀଙ୍କ ନେତୃତ୍ୱରେ କୋରାପୁଟ ଡିଭିଜନ ଏବଂ ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା।ଵିଶେଷ ସୁତ୍ରରୁ Continue Reading