
ମାଲକାନଗିରି,୧୪/୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ।ମୁଖ୍ୟମନ୍ତ୍ରୀ ପ୍ରଥମେ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ କୃଷି ମେଳା ଉଦ୍ଘାଟନ କରିବା ସହ ମେଳାରେ ବିଭିନ୍ନ କମ୍ପାନୀ ଦ୍ୱାରା କୃଷି Continue Reading