ମାଲକାନଗିରି,୧୧/୧ : ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ଲାଲଗଡ଼ । ବନ୍ଧୁକ ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ଲାଲବାହିନୀ ।ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେଥିରେ ଦୁଇ ଜଣ ମହିଳା ମାଓବାଦୀ ମଧ୍ୟ ରହିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସୁକମା ଏସପି କିରଣ ଚୌହାନ ।୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ […]Continue Reading



