Home Posts tagged mamata mahant joins bjp
Odisha News
ଭୁବନେଶ୍ୱର,୧/୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ Continue Reading
Seo wordpress plugin by www.seowizard.org.