Home Posts tagged manmohan samal appointed as bjp state president
Odisha News
ଭୁବନେଶ୍ୱର,୨୩/୩ : ମନମୋହନ ସାମଲ ହେଲେ ରାଜ୍ୟ ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ମନମୋହନଙ୍କ ନେତୃତ୍ୱରେ ବିଜେପି ରାଜ୍ୟରେ ନିର୍ବାଚନୀ ବୈତରଣୀ ପାର ହେବାକୁ ଯୋଜନା କରୁଥିବା Continue Reading
Seo wordpress plugin by www.seowizard.org.