Home Posts tagged manoj ahuja new cs of odisha
Odisha News
ଭୁବନେଶ୍ବର,୨୮/୬: ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ।କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର‌୍ୟ୍ୟ Continue Reading
Seo wordpress plugin by www.seowizard.org.