Home Posts tagged manu bhakar wins bronze
Odisha News Sports News
ପ୍ୟାରିସ୍, ୨୮/୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତ ନିଜର ପଦକ ଖାତା ଖୋଲିଛି । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକର ବ୍ରୋଞ୍ଜ ପଦକ ଜିତିଛନ୍ତି ।ସୁଟିଂରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ମହିଳା । ଏହା ସହିତ ଅଲିମ୍ପିକ୍ସ ସୁଟିଂରେ ଦୀର୍ଘ ୧୨ ବର୍ଷ ପରେ ଭାରତ ପଦକ ଜିତିପାରିଛି ।ମନୁ ପ୍ରଥମ ପର୍ଯ୍ୟାୟରେ ସେ ୫୦.୪ ସ୍କୋର କରିଥିବା ବେଳେ ଦ୍ୱିତୀୟ ପର‌୍ୟ୍ୟାୟରେ ତାଙ୍କ ସ୍କୋର ୧୦୧.୭ରେ ପହଞ୍ଚିଥିଲା।ମନୁ […]Continue Reading
Seo wordpress plugin by www.seowizard.org.