Home Posts tagged MAOISTS
Odisha News
ମାଲକାନଗିରି , ୧୯/୪ : ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନରେ ନୂତନ ନିୟମ ପ୍ରଣୟନ କରିଛନ୍ତି। ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ସହ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଏଥିସହ ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର ଏକ କୋଟି ଟଂକାର ସହାୟତା କରିବେ।ଏହି କ୍ରମରେ ଛତିଶଗଡର ସୁକମା ଜିଲ୍ଲାର ବଡେସେଟି ଗ୍ରାମ ପଞ୍ଚାୟତ ପ୍ରଥମ କରି ନକ୍ସଲ ମୁକ୍ତ ହୋଇଛି। ଏହି […]Continue Reading
Odisha News
ନୂଆପଡା, ୨୪/୧ : ନୂଆପଡା ଜିଲ୍ଲା ଓ ଛତିଶଗଡ଼ ଗରିଆବନ୍ଧ ସୀମା କୁଲାରିଘାଟ ଜଙ୍ଗଲରେ ହୋଇଥିବା ନକ୍ସଲ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ଚଳପତି ସମେତ ୧୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ଏଥିମଧ୍ୟରୁ ୧୨ଜଣଙ୍କ ପରିଚୟ ମିଳିଛି । ବଡ କଥା ଯେ ମୃତକଙ୍କ ମଧ୍ୟରେ ଜଣେ କଟକ ଜିଲ୍ଲା ନିଆଳି କୁଲାଶ୍ରୀର ବୋଲି ଜଣାପଡିଛି । ଏହି ନକ୍ସଲର ନାମ ଆଲୋକ ଓରଫ ମୁନ୍ନା ହୋଇଥିବାବେଳେ ତା ମୁଣ୍ଡ ଉପରେ ୧୮ ଲକ୍ଷ ଟଙ୍କାର ପୁରସ୍କାର […]Continue Reading
Odisha News
ଛତିଶଗଡ଼,୨୩/୧ : ଛତିଶଗଡ଼ରେ ଜୋରଦାର ଚାଲଛି ମାଓ ଅପରେସନ୍। ମାଓଗଡ଼ ଭାଙ୍ଗିବାକୁ ସର୍ଚ୍ଚ ଅପରେସନ୍ କରୁଛନ୍ତି ଯବାନ । ଏହାରି ଭିତରେ ଓଡିଶା ଛତିଶଗଡ଼ ସୀମାରୁ ଆଉ ଏକ ବନ୍ଧୁକ ତିଆରି କାରଖାନା ଠାବ ହୋଇଛି । ସୁକୁମା ମାଲକାନଗିରି ସୀମାରୁ ବନ୍ଧୁକ ତିଆର କାରଖାନା ଠାବ କରିଛନ୍ତି ଯବାନ। ବନ୍ଧୁକ ତିଆରି ସାମଗ୍ରୀ ସହ ୨୧ଟି ଆଇଡି, ବିଜିଏଲ ବୋମା ଜବତ ।ଜେନେରେଟର, ୱେଲଡିଙ୍ଗ ମେଶିନ, ଲେଥ୍ ମେଶିନ ସାମଗ୍ରୀ ଜବତ ହୋଇଛି। ବନ୍ଧୁକ ତିଆରି […]Continue Reading
Odisha News
ନୂଆପଡ଼ା,୨୧/୧: ଓଡ଼ିଶାର ନୂଆପଡ଼ା ଜିଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ସିଆର୍‌ପିଏଫ୍ କର୍ମଚାରୀଙ୍କ ସହ ଓଡ଼ିଶା ଏବଂ ଛତିଶଗଡ଼ ପୋଲିସ ଦ୍ୱାରା କରାଯାଇଥିବା ଏକ ବଡ଼ ମିଳିତ ଅପରେଶନରେ ପ୍ରାୟ ୧୦ ଜଣ ମାଓବାଦୀ ନିହତ ହୋଇଛନ୍ତି।ଓଡ଼ିଶା ପୋଲିସ ରାଜ୍ୟ ମୁଖ୍ୟାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ଜାନୁଆରୀ ୧୯ ରାତିରେ ମିଳିଥିବା ଗୁଇନ୍ଦା ସୂଚନା ଆଧାରରେ ଏହି ଅପରେଶନ ଆରମ୍ଭ କରାଯାଇଥିଲା।ସୂଚନା ଅନୁଯାୟୀ, ଓଡ଼ିଶା ସୀମାଠାରୁ ପ୍ରାୟ ୫ କିଲୋମିଟର ଦୂର Continue Reading
Odisha News
ଭୁବନେଶ୍ୱର,୨୦/୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର ନୂଆପଡ଼ା ଜିଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୋଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ ଉଭୟ Continue Reading
Odisha News
ମାଲକାନଗିରି,୧୧/୧ : ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ଲାଲଗଡ଼ । ବନ୍ଧୁକ ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ଲାଲବାହିନୀ ।ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେଥିରେ ଦୁଇ ଜଣ ମହିଳା ମାଓବାଦୀ ମଧ୍ୟ ରହିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସୁକମା ଏସପି କିରଣ ଚୌହାନ ।୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ […]Continue Reading
Odisha News
ରାୟଗଡ଼ା/ ମାଲକାନଗିରି,୨୮/୭: ଆଜିଠାରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓ ସଂଗଠନ ପାଳନ କରୁଛି ସହିଦ ସପ୍ତାହ। ଏଥିପାଇଁ ଜିଲ୍ଲା ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି।ବିଶେଷ କରି ଜିଲ୍ଲାର ନିୟମଗିରି, ମୁନିଗୁଡା ଓ ଚନ୍ଦ୍ରପୁର ବ୍ଲକରେ ମାଓବାଦୀମାନଙ୍କ ଦବଦବା ରହିଥିବା ବେଳେ ହିଂସାକାଣ୍ଡକୁ ଏଡାଇବା ପାଇଁ ପୁଲିସ ସଜାଗ ରହିଥିବା କୁହାଯାଇଛି । କାରଣ ଏହି ସପ୍ତାହରେ କୌଣସି ନା କୌଣସି ସ୍ଥାନରେ ନକ୍ସଲମାନେ ରକ୍ତମୁଖା ହୋଇ ହିଂସାକାଣ୍ଡ Continue Reading
Odisha News
ରାଇଘର,୧୮/୩: ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ ଜଘନ୍ୟ କାଣ୍ଡ ଘଟାଇ ଚାଲିଛନ୍ତି। ଆଜି ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ନାରାୟଣ ନାଗେଶ (୩୮)ଙ୍କୁ ଗୁଳି କରି ହତ୍ୟା କରିଛନ୍ତି।ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗ ରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆ ଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ କରାଯାଇଛି। ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ Continue Reading