Home Posts tagged matric exam
Odisha News
ଭୁବନେଶ୍ୱର,୨୦/୨ : ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସୋମବାର ସରକାରଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି ନେଇଛି।ଏ ନେଇ ସଂଘ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ବିଭାଗ ପକ୍ଷରୁ ଆମକୁ ଆଲୋଚନା ପାଇଁ Continue Reading
Odisha News
କଟକ,୧୩/୧୨: ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର ଆସିଛି। ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର‌୍ୟ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି।ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଫେବ୍ରୁଆରି ୨୦ (ମଙ୍ଗଳବାର)ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ (ସୋମବାର) ଯାଏଁ ଚାଲିବ। ମାଟ୍ରିକ୍ Continue Reading
Odisha News
କଟକ,୬/୧୨: ଆହୁରି ସହଜ ହେବ ମାଟ୍ରିକ୍ ପରୀକ୍ଷା। ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଦିଆଯିବ ନମୁନା ପ୍ରଶ୍ନପତ୍ର। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି।ଏହି ପ୍ରଶ୍ନପତ୍ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷାନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମାଧ୍ୟମିକ Continue Reading
Odisha News
ଭୁବନେଶ୍ବର,୨୪/୫: ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପରିଚାଳିତ ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନଥିବା ପିଲାମାନଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏହା ଆସନ୍ତା ଜୁଲାଇ ୩ ତାରିଖରୁ ଆରମ୍ଭ ହେବ। ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ। ପରୀକ୍ଷାରେ ସାମିଲ ହେବାକୁ ଚାହୁଁଥିବା ପିଲାମାନଙ୍କୁ ଏଥିପାଇଁ ମେ’ ୨୬ରୁ ଜୁନ୍ ୧ ତାରିଖ ମଧ୍ୟରେ ଫର୍ମ ଫିଲ୍ଅପ୍ କରିବାକୁ ପଡ଼ିବ ବୋଲି ବୋର୍ଡ ସଭାପତି ରାମାଶିଷ Continue Reading
CBI arrests,Stock Exchange CEO ,Chitra Ramkrishna,N Odisha News
କଟକ,୧୭/୫: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆସନ୍ତାକାଲି ସକାଳ ୧୦ଟାରେ ପ୍ରକାଶ ପାଇବ । ତେବେ ପରୀକ୍ଷାର୍ଥୀମାନେ ବୋର୍ଡ ୱେବସାଇଟରୁ ଏହି ପରୀକ୍ଷା ଫଳ ବା ସ୍କୋର କାର୍ଡକୁ ଦିନ ୧୨ଟାରେ ଡାଉନଲୋଡ୍ କରିବାର ସୁଯୋଗ ପାଇବେ ।ସୂଚନା ଅନୁସାରେ ଆସନ୍ତାକାଲି ବୋର୍ଡ ସଭାପତି ରାମାସିସ୍ ହଜାରାଙ୍କ ଦ୍ୱାରା ସକାଳ ୧୦ଟାରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରାଯିବ । ପରୀକ୍ଷାର୍ଥୀମାନେ ଦିନ ୧୨ଟାରୁ ନିଜ ସ୍କୋର Continue Reading
Odisha News
ଭୁବନେଶ୍ୱର,୩/୪: ଆଜିଠୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା। ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ ଶିକ୍ଷକଶିକ୍ଷୟିତ୍ରୀ। ଏଥିପାଇଁ ଗତକାଲିଠାରୁ ମୂଲ୍ୟାୟନ କେନ୍ଦ୍ରଗୁଡ଼ିକରେ ଛାତ୍ରଛାତ୍ରୀମାନେ କାର୍ଯ୍ୟରେ ଯୋଗଦେଇଛନ୍ତି। ପ୍ରାୟ ୧୩ ହଜାର ଶିକ୍ଷକଶିକ୍ଷୟିତ୍ରୀ ଚଳିତ ବର୍ଷ ଖାତା ଦେଖିବେ ବୋଲି ସୂଚନା ମିଳିଛି।ଚଳିତ ବର୍ଷ ମାଟ୍ରିକ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ପ୍ରାୟ ୧୩ ହଜାର ଶିକ୍ଷକଶିକ୍ଷୟିତ୍ରୀ ସେମାନଙ୍କ Continue Reading
Odisha News
କଟକ,୨୦/୩: ଆଜି ସରିଛି ମାଟ୍ରିକ ପରୀକ୍ଷା। ଏପ୍ରିଲ୍ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଅନୁଯାୟୀ, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ମୂଲ୍ୟାୟନ କରାଯିବ।ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତାଗୁଡ଼ିକ ସୁରକ୍ଷାରେ ଯିବ। ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ Continue Reading
Odisha News
ଭୁବନେଶ୍ୱର, ୧୮/୩: ମାଟ୍ରିକ ସମେଟିଭ୍‌-୨ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ବିଭ୍ରାଟ ହୋଇଛି। ରାଜ୍ୟର ବିଭିନ୍ନ ସ୍କୁଲ୍ରୁ ଏଭଳି ଅଭିଯୋଗ ଆସିଛି। ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ସେମାନେ କହିଛନ୍ତି।ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର Continue Reading
Odisha News
ଭୁବନେଶ୍ୱର,୧୪/୩: ମାଟ୍ରିକ୍ ଡ୍ରପଆଉଟ୍ ପିଲାମାନେ ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜି ବିଧାନସଭାରେ ଆଜି ଏନେଇ ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ।ସେ କହିଛନ୍ତି, ୨୦୨୧-୨୨ ମସିହାରେ ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ।ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ […]Continue Reading
Odisha News
କଟକ,୫/୧: ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୧୦ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଆୟୋଜିତ ହେବ। ମାଟ୍ରିକ ପରୀକ୍ଷାକୁ ନେଇ ପ୍ରେସମିଟରେ ଆଜି ଏପରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ।ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ ସମେଟିଭ-୨ […]Continue Reading