
କଟକ, ୮/୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ।ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।”ଚଳିତବର୍ଷ AIଏବଂ QR କୋରଡ଼ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି ବୋଲି କହିଛନ୍ତି। […]Continue Reading