Home Posts tagged MATRIC RESULT WILL BE DECLARED ON 26TH MAY
Odisha News
କଟକ,୨୪/୫:ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍ସାଇଟ୍ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ ଜାଣିପାରିବେ। ସେହିପରି ଇଣ୍ଟରନେଟ ସୁବିଧା ନ ଥିଲେ ଏସଏମଏସ ଜରିଆରେ ବି ରେଜଲ୍ଟ ଜାଣିପାରିବେ ପରୀକ୍ଷାର୍ଥୀ।ଏମଏସଏସରେ ରେଜଲ୍ଟ ଜାଣିବାକୁ ମୋବାଇଲରେ OR10 ପରେ ସ୍ପେସ ଦେଇ ରୋଲ ନମ୍ବର ଲେଖି Continue Reading
Seo wordpress plugin by www.seowizard.org.