
ଭୁବନେଶ୍ବର,୭/୫: ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା ବାହାରିପାରେ + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି।ଖାତା ଦେଖା ସରିଯାଇ ଆନୁସଙ୍ଗିକ କାମ ଶେଷ ପର୍ଯ୍ୟାୟ Continue Reading