Home Posts tagged mayor reaction on corona
Odisha News
ଭୁବନେଶ୍ବର, ୯/୭: କୋଭିଡ୍ ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର କୋଭିଡ୍ ରେଡ୍ ଜୋନକୁ ଫେରିଛି। ଏହାଛଡ଼ା ପୁରୀ ଓ କଟକ ଜିଲ୍ଲା ବି ରେଡ୍ ଜୋନରେ ସାମିଲ ହୋଇଛି।ରାଜଧାନୀ ଭୁବନେଶ୍ବରରେ ଟିପିଆର ରେଟ୍ ୧୦.୬ ରହିଛି। ଏଣେ କଟକରେ ଏହା ୮.୧ ଓ ପୁରୀରେ ୭.୭ ରହିଛି। ରାଜଧାନୀ ରେଡ୍ ଜୋନରେ ଆସିବାର ସୂଚନା ପାଇ ଭୁବନେଶ୍ବରରେ କୋଭିଡ କଟକଣାକୁ କଡ଼ାକଡ଼ି ଲାଗୁ କରିବା […]Continue Reading
Seo wordpress plugin by www.seowizard.org.