
ବାରିପଦା,୨୩/୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା Continue Reading