ବାରିପଦା, ୩/୧୧ : ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍କୁ ଅଟକାଇ ପୋଲିସ ୩ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ, ନଗଦ ଲକ୍ଷାଧିକ ଟଙ୍କା ଏବଂ ଚାଲାଣରେ ବ୍ୟବହୃତ ଏକ ଦାମୀ କାର୍ ଜବତ କରାଯାଇଛି।ମିଳିଥିବା Continue Reading




