
ବାରିପଦା,୨୪/୧ : ରାସନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍ଏମ୍ ମେଡିକାଲରେ ଭର୍ତ୍ତି କରିଛନ୍ତି।ସୂଚନା […]Continue Reading