
ଭୁବନେଶ୍ବର,୨୦/୧୧ : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଏହି ଚୁକ୍ତି ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆବିର୍ଭାବର Continue Reading