Home Posts tagged MINISTER DR KRUSHNACHANDRA MAHAPATRA VISIT IN MO BUS
Odisha News
ଭୁବନେଶ୍ବର, ୩/୭: ‘ମୋ ବସ୍’ରେ ଯାତ୍ରା କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ‘ମୋ ବସ୍’ରେ କରିଛନ୍ତି ଯାତ୍ରା। ତାଙ୍କ ସହ ସଚିବ ଅରୁଣ ବୋଥ୍ରା ।ଏହି ଯାତ୍ରା ସମୟରେ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ନିଜେ ଟିକେଟ କାଟିଛନ୍ତି। ଏଥିସହ ସେ ଲୋକଙ୍କ ସହ ସୁବିଧା ଅସୁବିଧା ବି ବୁଝିଛନ୍ତି। ଉକ୍ତ ବସ୍ ରେ ଭିଡ଼ଥିବା ଦେଖିବାକୁ ମିଳିଛି। ମନ୍ତ୍ରୀ ଡାକ୍ତର Continue Reading
Seo wordpress plugin by www.seowizard.org.