
ଭୁବନେଶ୍ୱର, ୧୮/୬: ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ଭାସି ଯାଇଥିବା ପିଲାର ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ମେୟର ସୁଲୋଚନା ଦାସ ଏନେଇ ଘୋଷଣା କରିଛନ୍ତି।ମୃତ ଘୋଷଣା ପରେ କ୍ୟାପିଟାଲ୍ ହସ୍ପିଟାଲ୍ରେ ଶୋକର ଛାୟା ଖେଳି ଯାଇଛି। କାନ୍ଦ ବୋବାଳିରେ ଫାଟି ପଡ଼ୁଛି ପରିବେଶ। ମୃତ ପିଲାର ନାଁ ଏସ୍କେ ରାଜେଶ୍। ତାଙ୍କ ଘର ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍ କଲୋନୀରେ।ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। Continue Reading