Home Posts tagged mission sakti scooter yojana
Odisha News
ଭୁବନେଶ୍ବର,୧୧/୧୦: ଲୋକସେବା ଭବନରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଯେ, ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ।ମାଆମାନେ ଭଲ କାମ କରୁଛନ୍ତି। ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତି। ଗତି ହିଁ ଶକ୍ତି, ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି। ୧୫ ହଜାର ମାଆ ପାଇଛନ୍ତି ସ୍କୁଟର। ଆଗକୁ ଆଉ ୨ ଲକ୍ଷ ମାଆ Continue Reading
Seo wordpress plugin by www.seowizard.org.