Home Posts tagged mohan majhi
Odisha News
ଭୁବନେଶ୍ୱର,୧୨/୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର‌୍ୟ୍ୟକ୍ରମ ରହିଛି। ଶପଥ ନେବା ପୂର୍ବରୁ ମୋହନ ଗୋପବନ୍ଧୁ ଛକରେ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏହି ସମୟରେ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତିପରିଡା ଏବଂ କେଭି ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋହନ କହିଛନ୍ତି, ଶପଥ ପାଠ ପରେ ୧୦୦ Continue Reading
Seo wordpress plugin by www.seowizard.org.