Home Posts tagged mohan majhi new cm of odisha
Odisha News
ଭୁବନେଶ୍ବର,୧୧/୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଓଡ଼ିଶା ବିଧାନସଭା ନିର୍ବାଚନ-୨୦୨୪ର ଫଳାଫଳ ଗତ ୪ ତାରିଖ ଦିନ ଆସିଲା ପରେ ରାଜ୍ୟବାସୀ ଯେଉଁ ଘୋଷଣାକୁ ଅପେକ୍ଷା କରିଥିଲେ, ତାହା ଆଜି ପ୍ରକାଶ ପାଇଛି।ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍ଣରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିଛି।ବିଜେପି କହିଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେବେ। ମୋହନ Continue Reading
Seo wordpress plugin by www.seowizard.org.