Home Posts tagged monkey diseases
Odisha News
ୱାସିଂଟନ୍, ୧୯/୫: ଚଳିତ ବର୍ଷ ପ୍ରଥମ କରି ଯୁକ୍ତରାଷ୍ଟ୍ର ଆମେରିକାର ମାସାଚ୍ୟୁସେଟ୍ସ୍ରେ ବିରଳ ‘ମଙ୍କିପକ୍ସ୍’ ସଂକ୍ରମଣ ଚିହ୍ନଟ ହୋଇଛି। ଏହି ରୋଗରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଜଣକ କାନଡା ଭ୍ରମଣରେ ଯାଇଥିଲେ।ଆକ୍ରାନ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଟ୍ରାକିଙ୍ଗ୍ କରିବା ଲାଗି ସରକାରୀ ଅଧିକାରୀ ଓ ସ୍ବାସ୍ଥ୍ୟ ସେବା ପ୍ରଦାନକାରୀମାନେ ଉଦ୍ୟମ ଚଳାଇଛନ୍ତି। ଏହି ସଂକ୍ରମଣ ଏବେ ସର୍ବସାଧାରଣଙ୍କ ନିମନ୍ତେ ବିପଦର କାରଣ ନାହିଁ Continue Reading
Seo wordpress plugin by www.seowizard.org.