Home Posts tagged monkeypox disease
Odisha News
ନୂଆଦିଲ୍ଲୀ, ୨୮/୭: ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ସ। ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ସମସ୍ତ ଘା ଶୁଖିବା ପର‌୍ୟ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ ରୋଗୀ। ତିନି ଥାକିଆ ମାସ୍କ ପିନ୍ଧିବେ। ଶରୀରରେ ହୋଇଥିବା ଘା ଓ ବଥ ଗୁଡିକୁ ଯଥା ସମ୍ଭବ ଘୋଡାଇ ରଖିବା ଉଚିତ । ସଂକ୍ରମିତ ମଙ୍କିପକ୍ସ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ୨୧ ଦିନ ଆଇସୋଲେସନରେ ରହିବେ Continue Reading
Odisha News
ୱାସିଂଟନ୍, ୧୯/୫: ଚଳିତ ବର୍ଷ ପ୍ରଥମ କରି ଯୁକ୍ତରାଷ୍ଟ୍ର ଆମେରିକାର ମାସାଚ୍ୟୁସେଟ୍ସ୍ରେ ବିରଳ ‘ମଙ୍କିପକ୍ସ୍’ ସଂକ୍ରମଣ ଚିହ୍ନଟ ହୋଇଛି। ଏହି ରୋଗରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଜଣକ କାନଡା ଭ୍ରମଣରେ ଯାଇଥିଲେ।ଆକ୍ରାନ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଟ୍ରାକିଙ୍ଗ୍ କରିବା ଲାଗି ସରକାରୀ ଅଧିକାରୀ ଓ ସ୍ବାସ୍ଥ୍ୟ ସେବା ପ୍ରଦାନକାରୀମାନେ ଉଦ୍ୟମ ଚଳାଇଛନ୍ତି। ଏହି ସଂକ୍ରମଣ ଏବେ ସର୍ବସାଧାରଣଙ୍କ ନିମନ୍ତେ ବିପଦର କାରଣ ନାହିଁ Continue Reading