Home Posts tagged MONSOON HAS TOUCHED KERALA
Odisha News
ଥିରୁଭାନନ୍ତପୁରମ୍,୩୦/୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ।ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଜୁନ୍ ୨ ପର‌୍ୟ୍ୟନ୍ତ ଅଧିକାଂଶ ଭାଗରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।ଏନେଇ କେରଳର Continue Reading
Seo wordpress plugin by www.seowizard.org.