Home Posts tagged monsoon will touch odisha by 10th
Odisha News
ଭୁବନେଶ୍ବର, ୭/୬: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ।୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ Continue Reading
Seo wordpress plugin by www.seowizard.org.