Home Posts tagged morning schook from 2nd april in odisha
Odisha News
ଭୁବନେଶ୍ୱର,୧୯/୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର‌୍ୟ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ Continue Reading