
ଭୁବନେଶ୍ୱର,୧୧/୪: ଆଜିଠାରୁ ପିଲାଙ୍କର ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ସକାଳ ୭ଟାରୁ ସାଢେ଼ ୧୧ ଟା ଯାଏ ଚାଲିବ କ୍ଲାସ୍ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେଉଥିବା ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସକାଳ ୭ଟାରୁ ସାଢ଼େ ୧୧ଟା ପର୍ୟ୍ୟନ୍ତ ଚାଲିବ। ପ୍ରବଳ ଖରାକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ସ୍କୁଲଗୁଡ଼ିକର ସମୟ ନିର୍ଘଣ୍ଟରେ ପରିବର୍ତ୍ତନ Continue Reading