Home Posts tagged MOROCCO EARTHQUACK
Odisha News
ନୂଆଦିଲ୍ଲୀ,୧୦/୯: ଉତ୍ତର ଆଫ୍ରିକୀୟ ଦେଶ ମରୋକ୍କୋରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ୨ ହଜାର ଟପିଛି ମୃତ୍ୟୁ ସଂଖ୍ୟା। ହଜାର ହଜାର ଲୋକେ ଆହତ ହୋଇଥିବା ବେଳେ ୨ ହଜାରରୁ ଅଧିକଙ୍କ ଅବସ୍ଥା ସଂକଟାପନ୍ନ ରହିଛି।ଧ୍ୱଂସାବଶେଷ ତଳେ ଏବେ ବି ଅନେକ ଦବି ରହିଥିବା ଆଶଙ୍କା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟ ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି।ଏହାସହ ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। Continue Reading
Seo wordpress plugin by www.seowizard.org.