Home Posts tagged MP Shivaji Patnaik
Odisha News
ଭୁବନେଶ୍ବର,୨୩/୫: ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକରେ ସୋମବାର ଦିନ ଅପରାହ୍ନରେ ପରଲୋକ ହୋଇଯାଇଛି। ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପୂର୍ବତନ ସାଂସଦ ଶ୍ରୀ ପଟ୍ଟନାୟକଙ୍କ ଦେହାନ୍ତ ହୋଇଛି। ସିପିଆଇ(ଏମ୍) ରାଜ୍ୟ ସଂପାଦକ ଅଳି କିଶୋର ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା।ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକପ୍ରକାଶ Continue Reading
Seo wordpress plugin by www.seowizard.org.