ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟରାୟଗଡା, ୧/୧୦ : ରାୟଗଡା ଜିଲ୍ଲା ମୁନିଗୁଡ଼ାର ଫୋରେଷ୍ଟ ରେଞ୍ଜ କାର୍ଯ୍ୟାଳୟ ପରିସରରେ ଉପଖଣ୍ଡ ସ୍ତରୀୟ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ କାର୍ଯ୍ୟକ୍ରମ ହୋଇଯାଇଛି। ମୁନିଗୁଡା ରେଞ୍ଜର ପ୍ରବୀଣ ଦାସଙ୍କ ସଭାପତିତ୍ୱ ଓ ଫୋରେଷ୍ଟର ପ୍ରମୋଦିନୀ ମାଣ୍ଡାଙ୍ଗୀଙ୍କ ମିଳିତ ସଂଯୋଜନାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାୟଗଡ଼ା ବନଖଣ୍ଡ ଏସିଏଫସତୀଶ କୁମାର ଧରୁଆ,ସମ୍ମାନିତ ଅତିଥି ଭାବେ ଅବୈତନିକ ବନ୍ୟପ୍ରାଣୀ Continue Reading



