Home Posts tagged murder cases in bhubaneswar
Odisha News
ଭୁବନେଶ୍ବର, ୨୧/୬: ତମାଣ୍ଡୋ ଥାନା ଅର୍ନ୍ତଗତ ଏକ ଇଞ୍ଜିନିୟରିଂ କଲେଜ ନିକଟ ରାସ୍ତାରେ ଆଜି ସକାଳେ ଜଣେ ଯୁବକଙ୍କୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଦେଖିବାକୁ ମିଳିଥିଲା।ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଣେ ଅଭିଯୁକ୍ତକୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ।ମୃତକଙ୍କ ନାଁ ସୁଶାନ୍ତ ଶତପଥୀ ବୋଲି ସୂଚନା Continue Reading
Seo wordpress plugin by www.seowizard.org.