ସମ୍ବଲପୁର, ୨୬/୪ : ଘରେ ପଶି ଜଣେ ବ୍ୟକ୍ତି ଭାଇବୋହୂ ଓ ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଦଲକିବାହାଲ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି।ମୃତକ ହେଲେ ପୂର୍ଣ୍ଣିମା ପିଙ୍ଗ୍ ଓ ତାଙ୍କ ଦେଢବର୍ଷର ପୁଅ ୟେଂଶୁ ପିଙ୍ଗ୍। ପୁଲିସ ଅଭିଯୁକ୍ତ ଲୋଚନ ପିଙ୍ଗକୁ ଅଟକ ରଖିଛି।ଲା ପରେ ପୂର୍ଣ୍ଣିମାଙ୍କ ପାଖରେ ଶୋଇଥିବା ଛୋଟ ପୁଅ ୟେଂଶୁ କାନ୍ଦିବାରୁ ତାଙ୍କୁ Continue Reading
ଦେବଗଡ଼, ୫/୩ : ସ୍ୱାମୀ ଓ ପୁଅକୁ ଛାଡ଼ି ପ୍ରେମିକ ସହ ଯାଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଚାରି କାନ୍ଥ ଭିତରୁ ଗୋଡ କାଢ଼ିଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରିଥିଲା।ଏପରି ବୀଭତ୍ସ ହତ୍ୟାକାଣ୍ଡ ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅଞ୍ଚଳରେ ଘଟିଛି। ଅଭିଯୋଗ ପରେ ପୁଲିସ୍ ହତ୍ୟାକାରୀ ପ୍ରେମିକଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।ସମ୍ୱଲପୁର ଜିଲ୍ଲା ନାକଟିଦେଉଳ ଥାନା ବଡଖୋଲ ଗାଁର […]Continue Reading
ସମ୍ବଲପୁର, ୨୭/୨: ସମ୍ବଲପୁର ସଦର ଥାନା ଘେନୁପାଲି ଗାଁରେ ବୃଦ୍ଧ ବାପକୁ ହତ୍ୟା କଲା ସୈତାନ ପୁଅ।ବାପାକୁ ହତ୍ୟା କରି ଫେରାର ମାରିଲା ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ମାରିଥିଲା। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ ପୁଅ ହେଉଛନ୍ତି ଅମୂଲ୍ୟ କୁମୁରା।ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ କୌଣସି କାରଣକୁ ନେଇ ବାପ ପୁଅଙ୍କ ମଧ୍ୟରେ ଝଗଡା ହୋଇଥିଲା। ପୁଅ ଉତ୍ତ୍ୟକ୍ତ ହୋଇ ବାପାକୁ Continue Reading
Ramgarh, Jan.17 : A couple was arrested in Jharkhand’s Ramgarh district for allegedly killing their teenage daughter after she refused to give them money from her fixed bank account, a police officer said. The girl Khushi Kumari (17) was found hanging in her room on January 13. The brother of Khushi Kumari lodged an FIR […]Continue Reading
ଯୋଡ଼ା,୧୬/୧: କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା କୋହ୍ଲ ହୁଣ୍ଡୁଳା ପୋଲ ତଳୁ ଜଣେ ନାବାଳକର କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ପଥରରେ ଛେଚି ତାକୁ ନିର୍ମମ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ଜାମୁକୁଣ୍ଡିଆ ଗାଆଁର ଶୁକଦେବ ଲାଗୁରୀ ବୋଲି ସୂଚନା ମିଳିଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।ମିଳିଥିବା ସୂଚନା ଅନୁଯାୟୀ ଆଜି କିଛି ସ୍ଥାନୀୟ ମହିଳା ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ପୋଲ ତଳେ ଜଣେ ନାବାଳକର କ୍ଷତବିକ୍ଷତ ମୃତଦେହ Continue Reading
BENGALURU,NOV 5: A 45-year-old woman, who was working as a senior geologist with the Department of Mines and Geology was found allegedly murdered at her residence in Doddakallasandra under the Subramanyapura police station limits.The incident took place during the intervening night of Saturday and Sunday. The news came to light around 8:30 am on Sunday […]Continue Reading
ଗଞ୍ଜାମ,୧୨/୧୦: ଦୁର୍ବୃତ୍ତଙ୍କ ଆକ୍ରମଣରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଗୋଶାଣୀ ନୂଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ। ମୃତ ମହିଳା ଜଣଙ୍କ ହେଲେ ସୌଦାମିନୀ ରଥ।ସୌଦାମିନୀ ଘରେ ଏକୁଟିଆ ରହୁଥିଲେ। ଗତକାଲି ରାତିରେ ସୌଦାମିନୀ ନିଜ ଘରେ ଫୋନରେ କଥା ହେଉଥିଲେ। ଏହି ସମୟରେ କେହି ଦୁର୍ବୃତ୍ତ ଆସି ତାଙ୍କୁ ମୁଣ୍ଡକୁ ଏକ ବାଡ଼ିରେ ପିଟି ଦେଇଥିଲା। ସୌଦାମିନୀ ଜୋରରେ ଚିତ୍କାର କରିଥିଲେ। ସୌଦାମିନୀ Continue Reading
ପୁରୀ,୭/୯ : ଦାଦାର ଛୁରା ମାଡ଼ରେ ପୁତୁରା ଗୁରୁତର ଆହତ ହୋଇଛି। ଘଟଣା ଘଟିଛି ପୁରୀ ଜିଲ୍ଲା ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡିଆଠାରେ। ଆହତ ପୁତୁରା ଜଣଙ୍କ ହେଲେ ଶିବ ବେହେରା (୨୬)। ଶିବଙ୍କ ଘର ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି।ଶିବ ନିଜ ପରିବାର ସହ ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡ଼ିଆଠାରେ ଏକ ଭଡ଼ା ଘରେ ରହୁଥିଲେ। ସେଠାରେ ସେ ଶ୍ରମିକଭାବେ କାମ କରି ପରିବାର ପୋଷଣ କରୁଥିଲେ। ଶିବଙ୍କ ଦାଦା ଦାଦା ଶଙ୍କର […]Continue Reading
ବୌଦ୍ଧ,୨୩/୮: ବୌଦ୍ଧ ଥାନା ସଂପୋଜ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ୱାମୀ- ସ୍ତ୍ରୀଙ୍କ ଝଗଡ଼ା ହତ୍ୟାରେ ଶେଷ ହୋଇଛି। ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ନିର୍ମମ ଭାବରେ ହତ୍ୟା କରିଛି। ସୂଚନା ଅନୁସାରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଭୋଳାନାଥ ସ୍ୱାଇଁ ଓ ସ୍ତ୍ରୀ କସ୍ତୁରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ସ୍ତ୍ରୀଙ୍କ କଥାରେ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଟାଙ୍ଗିଆ ଆଣି ହାଣିଥିଲେ।ଚିତ୍କାର ଶୁଣି ପଡ଼ୋଶୀ ଧାଇଁ ଆସିଥିଲେ ସୁଦ୍ଧା Continue Reading
ବାଲିଅନ୍ତା,୧୮/୮: ମଇଁଷି ଗୁହାଳ ନିକଟ ବନ୍ଦ ଘରୁ ଉଦ୍ଧାର ହେଲା ଦୁଇ ଯୁବକଙ୍କ ମୃତଦେହ । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅଧିନ ବଇଁଚୁଆ କାଜ ନିକଟ ଏକ ବନ୍ଦ ଘରେ ୨ ଜଣ ବ୍ୟକ୍ତିଙ୍କ ମୃତଦେହ ପଡି ରହିଛି ।ତେବେ ଏହି ଦୁଇ ଜଣ ବ୍ୟକ୍ତିଙ୍କର କିଭଳି ମୃତ୍ୟୁ ହୋଇଥିବାର ଜଣାପଡ଼ିନଥିବାବେଳେ ଖବର ପାଇ ବାଲିଅନ୍ତା ଥାନା ପୁଲିସ ଘଟଣା ସ୍ଥଳରେ ପହଁଞ୍ଚିଛି । ପୁଲିସ ମୃତଦେହ ଜଵତ କରିଛି ।ସାଇଣ୍ଟିଫିକ ଟିମକୁ ଖବର ଦିଆଯାଇଥିବାବେଳେ […]Continue Reading