ମୁମ୍ବାଇ,୨୭/୧: ପ୍ରେମରେ ପଡ଼ିଥିଲେ ଯୁବତୀ। ବାଧକ ସାଜିଲା ପରିବାର। ଝିଅ ପାଇଁ ପାଚେରୀ ଛିଡ଼ା କଲେ। ହେଲେ ନିଜ ପ୍ରେମକୁ ପାଇବା ପାଇଁ ସବୁ ପ୍ରକାର ବାଧା ବନ୍ଧନକୁ ଡେଇଁ ଯିବା ପାଇଁ ଯିବାକୁ ଉଦ୍ୟମ କରିବାରୁ ସବୁଦିନ ପାଇଁ ତାଙ୍କ ରାସ୍ତା ବନ୍ଦ କରି ଦିଆଯାଛି।ପାରିବାର ଲୋକେ ସ୍ଥିର କରିଥିବା ଜାଗାରେ ବାହା ହେବା ପାଇଁ ରାଜି ନହେବାରୁ ଯୁବତୀଙ୍କୁ ନିଜ ପରିବାର ଳୋକେ ହିଁ ଅତି ନିଷ୍ଠୁର ଭାବେ ହତ୍ୟା କରିଛନ୍ତି। ଜଣେ ୨୨ […]Continue Reading
ରାଉରକେଲା, ୩୧/୧୦ : ଦେଓଗାଁ ହାଟିଙ୍ଗ ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ୱାମୀର ଟାଙ୍ଗିଆ ଚୋଟରେ ପତ୍ନୀର ମୃତ୍ୟୁ ହୋଇଛି। ମୃତକ ହେଲେ ମଞ୍ଜୁ ସାଣ୍ଡିଲ(୩୨)। ସେ ଗତ ଦେଢ଼ବର୍ଷ ତଳେ ବିବାହ କରିଥିଲେ। ରଘୁନାଥପାଲି ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଆରଜିଏଚ ପଠାଇଛି। ହତ୍ୟାକାରୀ ସ୍ୱାମୀ ଡିଭୁ ସାଣ୍ଡିଲଙ୍କୁ ଗିରଫ କରିଛି।ଗତକାଲି ରାତିରେ ପରିବାରର ଆର୍ଥିକସ୍ଥିତିକୁ ନେଇ ଉଭୟ ପତି ଓ ପତ୍ନୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ Continue Reading
ଭଞ୍ଜନଗର,୮/୧୦: ଯେଉଁ ମା’ କୋଳେଇ କାଖେଇ ବଡ଼ କରିଥିଲା। ପଣତ କାନିରେ ନିଜ ଲୁହ ପୋଛି ଦେଉଥିଲା। ସେହି ମା’କୁ ସାମାନ୍ୟ କିଛିଟା ଟଙ୍କା ପାଇଁ ହତ୍ୟା କଲା ନୃଶଂସ ପୁଅ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ତାରସିଙ୍ଗି ଥାନା ଅନ୍ତର୍ଗତ ଗଜାପଦର ଗାଁରେ। ମୃତ ମହିଳା ଜଣକ ହେଲେ ତ୍ରିବେଣୀ ନାୟକ। ତାଙ୍କୁ ୫୦ ବର୍ଷ ହୋଇଥିଲା।ତ୍ରିବେଣୀ ନିଜ ପୁଅ ସନା ନାୟକ ସହିତ ଘରେ ରହୁଥିଲେ। ଗତକାଲି ରାତିରେ ପୁଅ ଘରକୁ ଫେରି […]Continue Reading
ଭୁବନେଶ୍ୱର୩/୯: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଛୁରାମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀସାଗର କଦଳୀଗୋଦାମ ଅଞ୍ଚଳରେ। ଆହତ ବ୍ୟକ୍ତି ଜଣଙ୍କ ହେଲେ ଶେଖ ଅବଦୁଲ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଗତକାଲି ରାତିରେ କୌଣସି କଥାକୁ ନେଇ ଅବଦୁଲ ସହ ଆଦିତ୍ୟଙ୍କ ପରିବାର ଲୋକଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ସମୟରେ ଆଦିତ୍ୟ ଏକ ଛୁରି ଆଣି ଅବଦୁଲକୁ ଭୁସି ଦେଇଥିଲେ। ଖବର ପାଇ Continue Reading
ବଲାଙ୍ଗୀର, ୨୩/୮: ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ତେନ୍ତୁଳିମୁଣ୍ଡା ପଞ୍ଚାୟତର ଡେବରିପାଲି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ଗାଁର ବାସିନ୍ଦା ଭକ୍ତ ନାୟକ ଓ ତାଙ୍କ ସ୍ତ୍ରୀ ବାଳ ନାୟକ ତାଙ୍କ ଜମିରେ କାମ କରୁଥିଲେ।ସେଠାରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେଇଥିବା ଅନୁମାନ କରାଯାଉଛି। ଭକ୍ତ ତାଙ୍କ ସ୍ତ୍ରୀଙ୍କୁ ପ୍ରଥମେ ମାରି ଦେଇ ପରେ ନିଜେ ଏକ ଗଛରେ ଫାଶୀ ଲଗାଇ ନିଜେ ଆତ୍ମହତ୍ୟା କରିଛନ୍ତି।ଦେଖିବାକୁ ମିଳିଛି ଯେ Continue Reading
ନୂଆପଡ଼ା, ୨୪/୬: ନୂଆପଡ଼ା ଜିଲ୍ଲାର ଧରମବନ୍ଧା ଥାନା ଫୋକଟପଡ଼ା ଗ୍ରାମରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ଏଠାରେ ପୁଅକୁ ଟାଙ୍ଗିଆରେ ହାଣିବା ପରେ ବାପା ଆତ୍ମହତ୍ୟା କରିଥିବା ଜଣାଯାଇଛି।ସୂଚନା ଅନୁଯାୟୀ, କୌଣସି କାରଣରୁ ଫୋକଟପଡ଼ା ଗ୍ରାମର ନକୁଳ ରାଉତ(୫୫) ଓ ତାଙ୍କ ପୁଅ ସବିତ ରାଉତ(୩୫)ଙ୍କ ମଧ୍ୟରେ ଗତକାଲି ରାତିରେ ଭିଷଣ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ନକୁଳ ରାଉତ ଘରେ ଥିବା ଏକ ଟାଙ୍ଗିଆରେ ପୁଅକୁ ହାଣିଥିଲେ। ଘଟଣାସ୍ଥଳରେ Continue Reading
ଗରଦପୁର,୨୩/୬: କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ତେଣ୍ଡାକୁଡ଼ା ମୁସଲିମ ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି।ସ୍ୱାମୀର କୁରାଢ଼ି ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଛି। ତେଣ୍ଡାକୁଡ଼ା ଇଦଗା ପଛପଟ ସେକ୍ ମହଲାର ମନାନ ଅଲୀ (୫୦) ଗତକାଲି ବିଳମ୍ବିତ ରାତିରେ (ରାତି ପ୍ରାୟ ୧.୩୦ ରୁ ୨ ଟା ମଧ୍ୟରେ ) ଶୋଇଥିବା ଅବସ୍ଥାରେ ନିଜ ସ୍ତ୍ରୀ ପ୍ୟାରୁଲ ବିବି (୪୫)ଙ୍କୁ କୁରାଢ଼ିରେ ହାଣି ହତ୍ୟା କରିଛି।ଖବର ପାଇ ପାଟକୁରା ପୁଲିସ ପହଞ୍ଚି ଅଭିଯୁକ୍ତ ସ୍ୱାମୀ ମନାନକୁ Continue Reading
ତେଲକୋଇ,୮/୬: ଯେଉଁ ମା’ କୋଳେଇ କାଖେଇ ବଡ଼ କରିଥିଲା। ନିଜ ପଣତ କାନିରେ ମୁହଁ ପୋଛି ଦେଉଥିଲା। ସେହି ମା’କୁ ଶାବଳରେ ପିଟି ହତ୍ୟା କଲା ନୃଶଂସ ପୁଅ।ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧିନ ବନବିହାରୀପୁର ନୂଆଗାଁରେ। ମୃତ ମହିଳା ଜଣଙ୍କ ହେଲେ ନୂଆଗାଁ ମୁଣ୍ଡା ସାହିର ଟୁଲେଇ ମୁଣ୍ଡା। ଅଭିଯୁକ୍ତ ପୁଅ ଡବରୁ ମୁଣ୍ଡାକୁ ପୁଲିସ ଅଟକ ରଖିଛି।ଗତକାଲି ଡବରୁ ମଦ ପିଇ ଘରକୁ ଫେରିଥିଲା। କାହିଁକି ପିଉଛି ବୋଲି ମା’ […]Continue Reading
ଉଦଳା, ୧୯/୫: ସାତ ଜନମର ସାଥୀ ହେବା ପାଇଁ ହାତ ଧରିଥିଲେ। ହେଲେ ଗୋଟିଏ ଜନମରେ ଶେଷ ହୋଇଗଲା ଜୀବନ। ସାମାନ୍ୟ କଥାକୁ ନେଇ ହେଲା ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ କଳହ।ଆଉ ତା’ପରେ ସାତ ଜନମର ସାଥୀକୁ କାଠ ଫାଳିଆରେ ପିଟି ମାରିଦେଲା ସ୍ତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅନ୍ତର୍ଗତ ସିରିଆପାଳ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଲାଦୁରା ସିଂ। ଘଟଣା ପରେ ସ୍ତ୍ରୀ ଗୁରୁବାରୀ ସିଂ ଫେରାର ହୋଇଯାଇଛି।ଗତକାଲି […]Continue Reading
ସାଲେପୁର,୧୨/୪ : ଭାଇ ସଫା କରି ଦେଲା ଭାଇର ସଂସାର। ବଡ଼ ଭାଇ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ମାରି ଦେଲା ସାନ ଭାଇ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ କୁସୁପୁରରେ। ଅଭିଯୁକ୍ତ ଥାନାରେ ଆତ୍ମସମର୍ପଣ କରିଛି।ମୃତକମାନେ ହେଉଛନ୍ତି ଅଲେଖ ସାହୁ, ତାଙ୍କ ପତ୍ନୀ ରଶ୍ମିରେଖା ସାହୁ, ଦୁଇ ପୁଅ ସ୍ମୃତି ସୌରଭ ଓ ସ୍ମୃତି ସାଇ ଏବଂ ଝିଅ ସ୍ମୃତିସନ୍ଧ୍ୟା । ଝିଅକୁ ୧୮ ବର୍ଷ […]Continue Reading