
ଝାରସୁଗୁଡ଼ା,୨୬/୫: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଆସୁଥିବାର ସୂଚନା ହସ୍ତଗତ ହୋଇଛି। ଏହି ଟିମ୍ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିବ ବୋଲି କୁହାଯାଉଛି।ତେବେ ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।ମାମଲାର Continue Reading