
ଭୁବନେଶ୍ୱର,୨୧/୨: ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା ଦେଇ କହିଛନ୍ତି, ବାପାଙ୍କ ହତ୍ୟାକୁ ରାଜନୈତିକ ପ୍ରସଙ୍ଗ ନକରାଯାଉ, ଜଣେ ଜଜ୍ଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି।ଏହାସହ ମୁଖ୍ୟମନ୍ତ୍ରୀଙ୍କ ଉପରେ ତାଙ୍କର ଭରସା ଅଛି ବୋଲି ସେ କହିଛନ୍ତି। ତଦନ୍ତ ରିପୋର୍ଟ ବାହାରକୁ ନ ଆସିବା ପର୍ୟ୍ୟନ୍ତ ସେ କିଛି କହି ପାରିବେନି ବୋଲି କହିଛନ୍ତି। ଆଗକୁ Continue Reading