Home Posts tagged nagaland election result
Odisha News
କୋହିମା,୨/୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୦ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୩ ଏବଂ ଅନ୍ୟଦଳ ୧୭ ଆସନରେ ଆଗୁଆ ରହିଛନ୍ତି।ଭାଜପା ସହଜରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୩୧ ହାତେଇ ନେବାକୁ ଯାଉଛି। ନାଗାଲାଣ୍ଡରେ ସୃଷ୍ଟି ହୋଇଥିବା ଇତିହାସ, ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ନିର୍ବାଚନରେ ଜିତିଛନ୍ତି।ଦିମାପୁର ତୃତୀୟ ବିଧାନସଭାରୁ ମହିଳା […]Continue Reading
Seo wordpress plugin by www.seowizard.org.