
ନୂଆଦିଲ୍ଲୀ,୧୦/୩: ଏଣିକି ରାତିରେ ନାନ୍ଦକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ କରିପାରିବେ।ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୧୦, ୨୦୨୪ ରୁ ଆରମ୍ଭ ହେବ। ଏହା ହେଉଛି ଏକ ଉଲ୍ଲେଖନୀୟ ଶିକ୍ଷାଗତ କାର୍ୟ୍ୟକ୍ରମ ଯେଉଁଥିରେ ଜଙ୍ଗଲ ଏବଂ ସେମାନଙ୍କର ବିବିଧ Continue Reading