Home Posts tagged nari sakti award
Odisha News
ନୂଆଦିଲ୍ଳୀ, ୮/୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ।୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଉଲ୍ଲେଖନୀୟ ଏବଂ ପ୍ରଶଂସନୀୟ ଉପଲବ୍ଧି ହାସଲ କରିଥିବା ୨୯ ଜଣ ମହିଳାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମଧ୍ୟ ଏହି ପୁରସ୍କାର ପ୍ରଦାନ Continue Reading
Seo wordpress plugin by www.seowizard.org.