Home Posts tagged naveen patnaik files nomination for the post of president
Odisha News
ଭୁବନେଶ୍ବର, ୧୭/୪ : ଶଙ୍ଖ ଭବନରେ ବିଜେଡ଼ି ସଭାପତି ପଦ ପାଇଁ ଗୁରୁବାର ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିର୍ବାଚନ ଅଧିକାରୀଙ୍କ ନିକଟରେ ନବମ ଥର ପାଇଁ ଦଳୀୟ ସଭାପତି ପାଇଁ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୯ ତାରିଖ ଶନିବାର ବିଧିବଦ୍ଧ ଭାବେ ଦଳୀୟ ସଭାପତିଙ୍କ ନାମ ଘୋଷଣା ହେବ।ଏହି ଅବସରରେ ନବୀନ କହିଛନ୍ତି, ଆଜି ମହାନ ଜନନାୟକ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ। ମୋର ତାଙ୍କୁ ଶ୍ରଦ୍ଧାଞ୍ଜଳି। ଓଡ଼ିଶାକୁ ଏକ […]Continue Reading