
ଭୁବନେଶ୍ୱର,୨୭/୮: ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ୟ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା – ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, Continue Reading