Home Posts tagged Naveen's revamped cabinet
Odisha News
ଭୁବନେଶ୍ୱର,୭୫ ।୭: ଆଜି ଶପଥ ନେବ ନବୀନଙ୍କ ନୂଆ ଟିମ୍ । ରବିବାର ଦିନ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣର କାର‌୍ୟ୍ୟକ୍ରମ ରହିଛି। ଦିନ ୧୧ଟା ୪୫ରେ ଲୋକସେବା ଭବନ କନଭେନସନ୍ ହଲ୍ରେ ଶପଥଗ୍ରହଣ ଉତ୍ସବ ହେବ। ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ୨୧ ମନ୍ତ୍ରୀ।ସେମାନଙ୍କ ମଧ୍ୟରୁ ୧୩ଜଣଙ୍କୁ କ୍ୟାବିନେଟ୍ ଓ ୮ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିପାରେ। ସମ୍ଭାବ୍ୟ କ୍ୟାବିନେଟ୍ ମନ୍ତ୍ରୀଙ୍କ ତାଲିକାରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର Continue Reading
Seo wordpress plugin by www.seowizard.org.