
ମାଲକାନଗିରି, ୩୦/୧: କିଛିଦିନର ବ୍ୟବଧାନ ପରେ ମାଓବାଦୀମାନେ ପୁଣି ରକ୍ତମୁଖା ହୋଇପଡ଼ିଛନ୍ତି।ସୁରକ୍ଷା ବାହିନୀର ଶିବିର ଉପରେ ସେମାନେ ଆକ୍ରମଣ କରିଛନ୍ତି। ଛତିଶଗଡ଼ର ବିଜାପୁର-ସୁକମା ସୀମାରେ ୩ ଯବାନ୍ ସହିଦ ହୋଇଛନ୍ତି। ଆକ୍ରମଣରେ ଅନ୍ୟ ୧୪ ଜଣ ଯବାନ ଆହତ ହୋଇଛନ୍ତି।ସୂଚନା ଅନୁସାରେ ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡ଼ା ଓ ଅଲୀଗୁଡ଼ା ନିକଟରେ ନକ୍ସଲମାନଙ୍କର ଉପସ୍ଥିତି ନେଇ ଯବାନମାନେ ଶିବିର ଲଗାଇବା ସହିତ ସ୍ଥାନୀୟ ଜଙ୍ଗଲରେ ସର୍ଚ୍ଚ ଅପରେସନ Continue Reading